ରାଜ୍ୟ ବଜେଟ୍ : ୨ ଶହ ମେଧାବୀଙ୍କୁ…
ଓଏଲ୍ ବ୍ୟୁରୋ : ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବଜେଟ ଅଧିବେଶନ ଆୟୋଜିତ ହେଉଛି। ଚଳିତ ବର୍ଷ ବଜେଟର ବ୍ୟୟ ଅଟକଳ ରହିଛି ୨ ଲକ୍ଷ ୩୦ ହଜାର କୋଟି। ଯେଉଁଥିରେ ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ…