ଆଜିଠୁ ବିଧାନସଭା ଅଧିବେଶନ
ଓଏଲ୍ ବ୍ୟୁରୋ : ଆଜିଠାରୁ ଆରମ୍ଭ ହେଉଛି ରାଜ୍ୟ ବିଧାନସଭା ବଜେଟ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ। ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟ ଦିବସ ରହିଛି। ୨୪ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ ରାଜ୍ୟ ଅର୍ଥମନ୍ତ୍ରୀ। ୨୦୨୪ ସାଧାରଣ…