ଆଜି କେନ୍ଦ୍ର ବଜେଟ
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ନିଜ ପେଡ଼ି ଖୋଲିବେ। ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଆଜି ଉପସ୍ଥାପିତ ହେବ। ଦୀର୍ଘ ୪୯ ବର୍ଷ ପରେ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ଜଣେ ମହିଳା ଅର୍ଥମନ୍ତ୍ରୀ ପାର୍ଲାମେଣ୍ଟରେ ବଜେଟ୍ ଉପସ୍ଥାପନ…