ରାଜ୍ୟରେ ସୋମବାରୁ ସ୍ୱାଭାବିକ ହେବ ବସ୍…
ଭୁବନେଶ୍ୱର: ରାଜ୍ୟରେ ସୋମବାର ଠାରୁ ସ୍ୱାଭାବିକ ହେବ ବସ୍ ଚଳାଚଳ। ଏନେଇ ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ସଂପାଦକ ସୂଚନା ଦେଇଛନ୍ତି। ଘରୋଇ ବସ୍ ମାଲିକ ସଂଘ ସହ ସରକାରଙ୍କ ଆଲୋଚନା ସଫଳ ହୋଇଛି। ସଂଘର ଦାବି ଉପରେ ସରକାର ଶୀଘ୍ର…