ଝାରସୁଗୁଡ଼ା ଉପ-ନିର୍ବାଚନ: ଆଜି…
ଓଏଲ୍ ବ୍ୟୁରୋ: ପାଖେଇ ଆସୁଛି ଝାରସୁଗୁଡା ଉପ-ନିର୍ବାଚନ। ଆରମ୍ଭ ହୋଇଛି ରାଜ୍ୟ ରାଜନୀତିରେ ଉଷ୍ମତା। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ଆଜି ନାମାଙ୍କନ ଦାଖଲର ଶେଷ ଦିନ। ତିନି…