Odisha Link
Bridging the Missing Links in Odisha
Browsing Tag

CAA clash

ଦିଲ୍ଲୀ ହିଂସା: ମୃତ୍ୟୁ ସଂଖ୍ୟା ୩୦କୁ…

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ ସପକ୍ଷ ଏବଂ ବିପକ୍ଷବାଦୀଙ୍କ ମଧ୍ୟରେ ରବିବାର ଠାରୁ ଆରମ୍ଭ ହୋଇଥିବା ହିଂସା ଘଟଣାରେ ଏଯାବତ୍ ୩୦ ଜଣଙ୍କର ମୃତ୍ୟୁ ଘଟିଛି। ଗତ ବୁଧବାର ସୁଦ୍ଧା ୨୭ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ଆଉ ୩ ଜଣଙ୍କର ହସ୍ପିଟାଲରେ ଚିକିତ୍ସିତ ହେବେ ସମୟରେ।ମୃତ୍ୟୁ ଘଟିଛି। ଏବେ ବି…

ଦିଲ୍ଲୀ ହିଂସାକୁ ନେଇ ଆତଙ୍କିତ ହେବାର…

ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଉଗ୍ର ରୂପ ନେଉଛି। ହିଂସାକାଣ୍ଡରେ ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି ଏବଂ ଶତାଧିକ ଲୋକ ଆହତ ହୋଇଛନ୍ତି। ଫଳରେ ଦିଲ୍ଲୀବାସୀ ଭୟଭିତ ଅଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଜାତୀୟ…

ଦିଲ୍ଲୀ ହିଂସା: ମୃତ୍ୟୁ ସଂଖ୍ୟା ୨୨କୁ…

ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଉଗ୍ର ରୂପ ନେଉଛି। ରବିବାର ଠାରୁ ସାରା ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏହି ହିଂସାକାଣ୍ଡରେ ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି ଏବଂ ଶତାଧିକ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବିଭିନ୍ନ…

ଦିଲ୍ଲୀ ହିଂସା: ଶାନ୍ତି ରକ୍ଷା ପାଇଁ…

ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଥମିବାର ନାଁ ଧରୁନାହିଁ। ଏହି ହିଂସାକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୨୧ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ପହଞ୍ଚିଛି। ଏପରି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି ଦିଲ୍ଲୀବାସୀଙ୍କୁ ଶାନ୍ତି…

ଦିଲ୍ଲୀ ହିଂସା: ପୁଲିସକୁ ହାଇକୋର୍ଟଙ୍କ…

ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଉଗ୍ର ରୂପ ନେଉଛି। ଏହି ହିଂସାକାଣ୍ଡରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୨କୁ ପହଞ୍ଚିଛି। ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନକୁ ନେଇ ଏହି ହିଂସାକାଣ୍ଡକୁ ଭର୍ତ୍ସନା କରିଛନ୍ତି ଦିଲ୍ଲୀ ହାଇକୋର୍ଟ।…

ଦିଲ୍ଲୀ ହିଂସା: ଗୁଇନ୍ଦା ଅଧିକାରୀଙ୍କ…

ନୂଆଦିଲ୍ଲୀ: ‘ସିଏଏ’ ବିରୋଧୀ ଏବଂ ସମର୍ଥକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ଉଗ୍ର ରୂପ ଧାରଣ କରିବା ବେଳେ ଚାନ୍ଦବାଗ ଅଞ୍ଚଳରେ ଜଣେ ଅଣ୍ଡର ଟ୍ରେନିଂ ଗୁଇନ୍ଦା ଅଫିସରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଅଫିସର ଜଣଙ୍କ ହେଉଛନ୍ତି ଅଙ୍କିତ ଶର୍ମା ନାମକ। ୨୬ ବର୍ଷିୟ ଅଙ୍କିତ ଇଣ୍ଟଲିଜେନ୍ସ…

ଗୃହମନ୍ତ୍ରୀ ଇସ୍ତଫା ଦିଅନ୍ତୁ : ସୋନିଆ

ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଥମିବାର ନାଁ ଧରୁନାହିଁ। ଏହି ହିଂସାକାଣ୍ଡରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୦କୁ ପହଞ୍ଚିଛି। ଏନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରେସ୍‌ମିଟ୍‌ କରି କହିଛନ୍ତି ଯେ, ଦିଲ୍ଲୀ ହିଂସାକାଣ୍ଡ ଏକ ଯୋଜନା…

ଘୁଞ୍ଚିଲା ଶାହୀନବାଗ ଶୁଣାଣି

ନୂଆଦିଲ୍ଲୀ: ଘୁଞ୍ଚିଲା ଶାହୀନବାଗ ଶୁଣାଣି। ନୂଆଦିଲ୍ଲୀ ଶାହୀନବାଗ ହିଂସା ନେଇ ସୁପ୍ରିମକୋର୍ଟରେ ଘୁଞ୍ଚିଲା ଶୁଣାଣି। ମାର୍ଚ୍ଚ ୨୩ରେ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କଲେ ସୁପ୍ରିମକୋର୍ଟ। ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି ଯେ, ହିଂସା ଦୁର୍ଭାଗ୍ୟଜନକ, ଏବେ ଶୁଣାଣିର ସମୟ ନୁହେଁ। ହିଂସା ଜାରି ଥିବା…

ଦିଲ୍ଲୀ ହିଂସା: ସ୍ଥିତି ନିୟନ୍ତ୍ରଣ ପାଇଁ…

ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଥମିବାର ନାଁ ଧରୁନାହିଁ। ଗତ କାଲି ଏହି ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୦କୁ ପହଞ୍ଚିଛି। ଦିନକୁ ଦିନ ସ୍ଥିତି ସାଂଘାତିକ ହେଉଥିବା ବେଳେ ଦିଲ୍ଲୀ ପୁଲିସ୍‌ ପ୍ରଶାସନ…

ଦିଲ୍ଲୀ ହିଂସା: ମୃତ୍ୟୁ ସଂଖ୍ୟା ୨୦…

ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ଆରମ୍ଭ ହୋଇଥିବା ହିଂସାକାଣ୍ଡ ଥମିବାର ନାଁ ଧରୁନାହିଁ। ଗତ କାଲି ଏହି ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୦କୁ ପହଞ୍ଚିଛି। ଦିଲ୍ଲୀରେ ହିଂସାକାଣ୍ଡକୁ ନିୟନ୍ତ୍ରଣକୁ ଆଣିବା ପାଇଁ ଦଙ୍ଗା…