ଶିବରାଜଙ୍କ ମନ୍ତ୍ରିମଣ୍ଡଳର ପ୍ରଥମ…
ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ତାଙ୍କ ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରିଛନ୍ତି। ମନ୍ତ୍ରିମଣ୍ଡଳରେ ୨୦ କ୍ୟାବିନେଟ ମନ୍ତ୍ରୀ ଓ ୮ ରାଷ୍ଟ୍ରମନ୍ତ୍ରୀ ସାମିଲ ହୋଇଛନ୍ତି। ଗୁରୁବାର ରାଜଭବନରେ ରାଜ୍ୟପାଳ ଆନନ୍ଦିବେନ୍ ପଟେଲ ନବନିଯୁକ୍ତ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର…