ସରକାର ଆଣିଲେ ସ୍ବୟଂ ଯୋଜନା: ବିନା ସୁଧରେ…
ଓଏଲ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକ ଶେଷ ହୋଇଛି। କ୍ୟାବିନେଟରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବରେ ବାଜିଛି ମୋହର। ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
ମିଳିଥିବା ତଥ୍ୟ ଅନୁଯାୟର, ଖାଦ୍ୟ ସୁରକ୍ଷା…