କରୋନା ସଂକ୍ରମିତଙ୍କ ପାଇଁ କଲ୍ ସେଣ୍ଟର…
ଭୁବନେଶ୍ୱର: ରାଜ୍ୟରେ ହୁହୁ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଯାହା ଏବେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ପରିମାଣରେ ରୋଗୀ ସଂଖ୍ୟା ବୃଦ୍ଧି ପାଇବ ସେହି ସଂଖ୍ୟାରେ ମେଡ଼ିକାଲ ପ୍ରସ୍ତୁତ…