ପିପିଲି ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର…
ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ମାହୋଲ ପୁରା ସରଗରମ। ପ୍ରମୁଖ ରାଜନୈତିକ ଦଳମାନେ ଜୋରଦାର ପ୍ରଚାର ଚଲାଇଛନ୍ତି। ତିନି ପ୍ରମୁଖ ଦଳର ପ୍ରାର୍ଥୀମାନେ ଷ୍ଟାର ପ୍ରଚାରକଙ୍କୁ ସାଙ୍ଗରେ ଧରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା ଜାରି ରଖିଛନ୍ତି।
ବିଜୁ ଜନତା ଦଳ ପକ୍ଷରୁ ପ୍ରଚାର ମୈଦାନକୁ…