ଓଡ଼ିଶାରେ କ୍ୟାନ୍ସର ଚିକିତ୍ସା…
ଓଏଲ୍ ବ୍ୟୁରୋ: ଲୋକସେବା ଭବନଠାରେ ଆମେରିକାର ମିୟୋ କ୍ଲିନିକ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ଗବେଷଣା ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ସବୁଠାରୁ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ ସମ୍ପର୍କରେ ଆଲୋଚନା…