ରାଜ୍ୟରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ…
ଭୁବନେଶ୍ୱର: ରାଜ୍ୟରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ଆରମ୍ଭ ହୋଇଛି। ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଦିଆଗଲା ପ୍ରଥମ ଟିକା। ଏନେଇ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।
ସ୍ୱାସ୍ଥ୍ୟ ସଚିବ କହିଛନ୍ତି, କୋଭିଡ ଯୁଦ୍ଧର ଅନ୍ତିମ ପର୍ଯ୍ୟାୟରେ ଆମେ ଉପନୀତ ହୋଇଛୁ। ଆଜି…