ଜୈବିକ ପଦ୍ଧତିରେ ଆଦିବାସୀ କରୁଛନ୍ତି ଫୁଲ…
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଆଦିବାସୀ ବର୍ଗର ଚାଷୀମାନଙ୍କ ଜୀବିକାକୁ ସୁନିଶ୍ଚିତ କରିବା ପାଇଁ ବିଭିନ୍ନ ପ୍ରକାରର ପନିପରିବା ଚାଷକୁ ପ୍ରୋତ୍ସାହନ ଦିଆଯାଉଛି। ସେଥିମଧ୍ୟରେ ଫୁଲ କୋବି ହେଉଛି ଏକ ପ୍ରମୁଖ ଚାଷ। ଆଦିବାସୀ ଚାଷୀମାନେ ଏହାକୁ ଜୈବିକ ପଦ୍ଧତିରେ କରୁଥିବାରୁ ବଜାରରେ ଏହି ଫୁଲ କୋବିର ଭଲ…