ମାର୍ଚ୍ଚ ପ୍ରଥମ ସପ୍ତାହରୁ ଦେଶରେ ଲାଗୁ…
ଓଏଲ୍ ବ୍ୟୁରୋ: ସାରା ଦେଶରେ ଏବେ ନିର୍ବାଚନର ମାହୋଲ। ଲୋକସଭା ନିର୍ବାଚନକୁ ଏକ ମାସ ସମୟ ଥିବା ବେଳେ ପଲ୍ଲୀରୁ ଦିଲ୍ଲୀ ରାଜନୀତି ଏବେ ସରଗରମ। ଏସବୁ ମଧ୍ୟରେ ଦୀର୍ଘ ୪ ବର୍ଷ ତଳୁ ଆଇନରେ ପରିଣତ ହୋଇ ସାରିଥିବା ନାଗରିକତ୍ୱ ସଂଶୋଧନ ଆଇନ ବା ସିଏଏ ଲାଗୁ କରିବାକୁ କେନ୍ଦ୍ର ସରକାର ଆଗଭର ହୋଇଛନ୍ତି।…