Odisha Link
Bridging the Missing Links in Odisha
Browsing Tag

CEO

ଗଞ୍ଜାମ: ୩ ଜଣ ପ୍ରିଜାଇଡିଂ ଅଧିକାରୀଙ୍କୁ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଚାଲିଛି ପ୍ରଥମ ପର୍ଯ୍ୟାୟ ମତଦାନ। ୪ଟି ଲୋକସଭା କ୍ଷେତ୍ର ଓ ୨୮ଟି ବିଧାନସଭା ଆସନ ପାଇଁ ଚାଲିଛି ମତଦାନ ଲମ୍ବା ଲାଇନ୍‌ ଲଗାଇ ଜନତା ଭୋଟ ଦେବାକୁ ଯାଉଛନ୍ତି। ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ ୫୨.୯୧ ପ୍ରତିଶତ ମତଦାନ ହୋଇଥିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।…

୨ ପୋଲିଂ ଅଧିକାରୀ ନିଲମ୍ବିତ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଚାଲିଛି ପ୍ରଥମ ପର୍ଯ୍ୟାୟ ମତଦାନ। ୪ଟି ଲୋକସଭା କ୍ଷେତ୍ର ଓ ୨୮ଟି ବିଧାନସଭା ଆସନ ପାଇଁ ଚାଲିଛି ମତଦାନ। ସକାଳୁ ସକାଳୁ ଲମ୍ବା ଲାଇନ୍‌ ଲଗାଇ ଜନତା ଭୋଟ ଦେବାକୁ ଯାଉଛନ୍ତି। ଦିନ ୧୧ଟା ସୁଦ୍ଧା ରାଜ୍ୟରେ ୨୩.୨୮ ପ୍ରତିଶତ ମତଦାନ ହୋଇଥିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ…

ସିଇଓ ପଦବୀରୁ ଇସ୍ତଫା ଦେବେ ଆମାଜନ…

ନୂଆଦିଲ୍ଲୀ: ସିଇଓ ପଦବୀରୁ ଇସ୍ତଫା ଦେବେ ଆମାଜନ ପ୍ରତିଷ୍ଠାତା ଜେଫ୍ ବେଜୋଶ୍। ସୋମବାର, ଜୁଲାଇ ୫ ତାରିଖରେ ସେ କମ୍ପାନୀର ସିଇଓ ପଦବୀରୁ ଇସ୍ତଫା ଦେବେ। ତାଙ୍କ ସ୍ଥାନ ନେବେ ଆମାଜନର କ୍ଲାଉଡ଼ କମ୍ପ୍ୟୁଟିଙ୍ଗ ବିଜନେସ ସଞ୍ଚାଳକ ଆଣ୍ଡି ଜେସି। ପ୍ରାୟ ୩୦ ବର୍ଷ ଯାଏଁ ସିଇଓ ପଦବୀରେ ଥିବା ଜେଫ ବେଯୋଶ…

ପିପିଲି ଉପନିର୍ବାଚନ ପାଇଁ ହେବ ସାନି…

ଭୁବନେଶ୍ବର: ଗତକାଲି ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ପରଲୋକ ଘଟିଛି। ଏଥିପାଇଁ ଆସନ୍ତା ୧୭ ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଉପନିର୍ବାଚନକୁ ସ୍ଥଗିତ ନେଇ ଆଜି ପ୍ରେସ୍‌ ମିଟ୍‌ କରିଛନ୍ତି ସିଇଓ। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଦେହାନ୍ତ…

ଶାସକ ଦଳ ଚାପରେ ସରକାରୀ ଅଧିକାରୀମାନେ…

ଭୁବନେଶ୍ୱର: ସାଧାରଣ ନିର୍ବାଚନ ହେଉ କିମ୍ବା ଉପନିର୍ବାଚନ, ରାଜ୍ୟରେ ହେଉଥିବା ସମସ୍ତ ନିର୍ବାଚନକୁ ଜିତିବା ପାଇଁ ଶାସକ ବିଜେଡି ସରକାରୀ କଳର ଅପବ୍ୟବହାର, ଭୋଟରଙ୍କୁ ଧମକ ଦେବା ଏବଂ ପ୍ରିଜାଇଡିଂ ଅଫିସରଙ୍କୁ ଲଗାଇ ପୋଷ୍ଟାଲ ବାଲାଟରେ ବିଜେଡି ସପକ୍ଷରେ ଭୋଟ କରାଇବା ଆଦି କାର୍ଯ୍ୟ କରି ନିର୍ବାଚନକୁ ନିଜ…

ଇସ୍ତଫା ଦେଲେ ଟିକ୍‌ଟକ୍‌ର ମୁଖ୍ୟ…

ନୂଆଦିଲ୍ଲୀ: ଟିକ୍‌ଟକ୍‌କୁ ନେଇ ବିଭିନ୍ନ ଦେଶରେ ବିବାଦ ଦେଖିବାକୁ ମିଳିଛି। ଏସବୁ ମଧ୍ୟରେ ୪ମାସ ତଳେ ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ନିଯୁକ୍ତି ପାଇଥିବା କେଭିନ୍‌ ମେୟର କମ୍ପାନୀରୁ ଇସ୍ତଫା ଦେଇଛନ୍ତି। ଗତ କିଛି ସପ୍ତାହ ଧରି ଆମେରିକାରେ ଟିକ୍-ଟକ୍ ଉପରେ ନିଷେଧାଦେଶ ଜାରି ରହିଛି। ଆମେରିକାର…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସର୍ବଦଳୀୟ…

ଭୁବନେଶ୍ବର: ବିଜେପୁର ଉପନିର୍ବାଚନ ନିମନ୍ତେ ସ୍ୱୀକୃତି ପ୍ରାପ୍ତ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସିଇଓ ଶ୍ରୀ କୁମାର ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୦୨-ବିଜେପୁର…