ରସାୟନ ବିଜ୍ଞାନରେ ୨ ଜଣଙ୍କୁ ନୋବେଲ
ଷ୍ଟକହୋମ: ରସାୟନ ବିଜ୍ଞାନରେ ୨୦୨୦ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଜିନୋମ୍ ଏଡିଟିଂ ପାଇଁ ଏକ ପଦ୍ଧତିର ବିକାଶ ଲାଗି ଚଳିତ ଥର ଇମାନୁଏଲ ଚାରପେଣ୍ଟିଅର ଓ ଜେନିଫିର ଏ ଦଉଡନାଙ୍କୁ ନୋବେଲ୍ ପୁରସ୍କାରରେ ସମ୍ମାନିତ କରାଯିବ। ଷ୍ଟକହୋମରେ ସ୍ଵିଡିଶ ଏକାଡେମୀ ଅଫ ସାଇସେନ୍ସର କମିଟି ବୁଧବାର…