Odisha Link
Bridging the Missing Links in Odisha
Browsing Tag

chief secretary

ବଦଳି କି ପଦୋନ୍ନତି ପାଇଁ ଚାପ ପକାଇଲେ…

ଓଏଲ୍‌ ବ୍ୟୁରୋ: ଆକ୍ସନ ମୋଡରେ ମୁଖ୍ୟ ଶାସନ ସଚିବ। ବଦଳି ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ବଦଳି ଏବଂ ପୋଷ୍ଟିଂ ପାଇଁ ଆଉ ପକାଇ ହେବନି ଚାପ। ମେରିଟ୍ ଲିଷ୍ଟକୁ ଦୃଷ୍ଟିରେ ରଖି ନିୟମ ଅନୁସାରେ ପୋଷ୍ଟିଂ କରାଯିବ। ଏଥିରେ ଖିଲାପ କଲେ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିପାଇଁ ସବୁ ବିଭାଗର…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ମିଳିଲେ ନୂଆ ମୁଖ୍ୟ ଶାସନ ସଚିବ। ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଆଜି ମନୋଜ ଆହୁଜା ଦାୟିତ୍ବ ଗ୍ରହଣ କରିଛନ୍ତି। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର୍।…

ବଢ଼ିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଓଏଲ୍‌ ବ୍ୟୁରୋ: ବଢ଼ିଲା ୧୯୮୬ ବ୍ୟାଚ୍‌ ଆଇଏଏସ୍‌ ତଥା ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ। ଆଉ ୬ ମାସ ବଢ଼ିଲା ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ।ଫେବୃଆରୀ ମାସ ୨୮ ତାରିଖରେ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିବା ବେଳେ ଏହାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି । ପୂର୍ବରୁ…

ସାଢେ ୫ଟାରେ ମୁଖ୍ୟ ଶାସନ ସଚିବଙ୍କ…

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଯାହା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ କରୋନା ସଂକ୍ରମଣ ୩ ହଜାର ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଅପରାହ୍ନ ୫.୩୦ରେ ମୁଖ୍ୟ ଶାସନ ସଚିବ ସୁରେଶ…

ସୁନ୍ଦରଗଡ଼ରେ କରୋନା ମୁକାବିଲାର ସମୀକ୍ଷା…

ରାଉରକେଲା: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ  ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ରାଜ୍ୟସ୍ତରୀୟ ବରିଷ୍ଠ ଅଧିକାରୀ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର, ଡିଏମଇଟି ଡାକ୍ତର ସିବିକେ…

ଓଡ଼ିଶାରେ ନାହିଁ ବାର୍ଡ ଫ୍ଲୁ: ମୁଖ୍ୟ…

ଭୁବନେଶ୍ୱର: ଦେଶର ଅନେକ ଅଧିକାଂଶ ରାଜ୍ୟରେ ଚିନ୍ତା ବଢ଼ାଇଛି ବାର୍ଡ ଫ୍ଲୁ। ବାର୍ଡ ଫ୍ଲ କାରଣରୁ ବିଭିନ୍ନ ରାଜ୍ୟର ଲକ୍ଷ ଲକ୍ଷ ପକ୍ଷୀ ମରି ପଡିଥିବାର ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମଧ୍ୟ ପରୀକ୍ଷା ହୋଇଥିଲା। ରାଜ୍ୟରେ ପରୀକ୍ଷା ହୋଇଥିବା ୧୧ ହଜାର ନମୁନା ନେଗେଟିଭ୍ ଆସିଛି। ଏନେଇ…

କରୋନା ରୋଗୀଙ୍କୁ ମୁଖ୍ୟ ସଚିବଙ୍କ…

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ନେଇ କରୋନା ରୋଗୀଙ୍କୁ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଟ୍ବିଟ୍‌ କରି ପରାମର୍ଶ ଦେଇଛନ୍ତି।କରୋନା ରୋଗୀଙ୍କୁ ଅସୀତ ତ୍ରିପାଠୀ ଟ୍ବିଟ୍‌ କରି କହିଛନ୍ତି ଯେ, ଟୁଇନ ସିଟିକୁ ସ୍ୱାସ୍ଥ୍ୟ…