Odisha Link
Bridging the Missing Links in Odisha
Browsing Tag

Child Lifter

ଥମୁନି ପିଲା ଚୋରି ଗୁଜବ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଥମୁନି ପିଲା ଚୋରିର ଗୁଜବ। ଗୋଟିଏ ପରେ ଗୋଟିଏ ଗାଁକୁ ପିଲା ଚୋରି ଗୁଜବ ବ୍ୟାପିବାରେ ଲାଗିଛି। ଆଜି ଭୋରରୁ ନୂଆଗାଁ ବ୍ଲକ୍‌ର ମେନମେନା ପଞ୍ଚାୟତରେ ଜଣେ ଯୁବକକୁ ପିଲା ଚୋର ସନ୍ଦେହରେ ଗାଁଲୋକେ ନିସ୍ତୁକ ମାଡ଼ ମାରି ପୁଲିସ୍‌ ଜିମା ଦେଇଛନ୍ତି। ସେହିପରି ଗତ ବୁଧବାର…