ପୋଷ୍ୟ ସନ୍ତାନ ଗ୍ରହଣ କରିବେ ମନ୍ତ୍ରୀ,…
ଓଏଲ୍ ବ୍ୟୁରୋ:ଓଡ଼ିଶାରେ ୧୪୭ ବିଧାୟକ ଅଛନ୍ତି । ଜଣେ ଜଣେ ବିଧାୟକ ଯଦି ୫ ଜଣ ପିଲାଙ୍କୁ ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିବେ ତେବେ ୫୦୦ରୁ ଉର୍ଦ୍ଧ ପିଲାଙ୍କ ଭାଗ୍ୟ ପରିବର୍ତନ ହୋଇଯିବ। ଅନ୍ତେବାସୀ ପିଲାଙ୍କ ସ୍ୱତନ୍ତ୍ର ଯତ୍ନ ନେବେ ମନ୍ତ୍ରୀ ମଣ୍ଡଳ ଓ ବିଧାୟକ ମନ୍ତ୍ରୀ। ଏଭଳି ପ୍ରତିକ୍ରିୟା ଦେଇଛନ୍ତି…