ଚିଟ୍ଫଣ୍ଡ ମାମଲା: ଜମାକାରୀ କିଭଳି…
ଓଏଲ୍ ବ୍ୟୁରୋ: ବହୁ ଚର୍ଚ୍ଚିତ ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ ଜମାକାରୀ କିଭଳି ଟଙ୍କା ଫେରସ୍ତ ପାଇ ପାରିବେ ସେ ନେଇ ବିଶେଷ ଗୁରୁତ୍ବାରୋପ କରିଛନ୍ତି ସୁପ୍ରିମକୋର୍ଟ। ସୋମବାର ଶୁଣାଣି ବେଳେ ବିଚାରପତି ଜଷ୍ଟିସ ଏମ୍.ଆର୍ ଶାହା ଓ ବିଚାରପତି ସି.ଟି ରବିକୁମାରଙ୍କ ଖଣ୍ଡପୀଠ ସଲିସିଟର୍ ଜେନେରାଲ,…