ଏଣିକି ୬ ବର୍ଷରେ ଥରେ ବଦଳିବେ କିରାଣୀ :…
ଭୁବନେଶ୍ବର: ବଲାଙ୍ଗିର ବିଇଓ ଅଫିସରେ କାର୍ଯ୍ୟରତ ବରିଷ୍ଠ କିରାଣୀଙ୍କ ଜାଲିଆତି ଘଟଣା ସାମନାକୁ ଆସିବା ପରେ ଚେତିଛନ୍ତି ରାଜ୍ୟ ସରକାର । ଏଣିକି ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ। ବିଦ୍ୟାଳୟ…