Odisha Link
Bridging the Missing Links in Odisha
Browsing Tag

Cm Mohan Majhi

ଓଡ଼ିଶାରେ କ୍ୟାନ୍‌ସର ଚିକିତ୍ସା…

ଓଏଲ୍‌ ବ୍ୟୁରୋ: ଲୋକସେବା ଭବନଠାରେ ଆମେରିକାର ମିୟୋ କ୍ଲିନିକ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ଗବେଷଣା ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ କ୍ୟାନ୍‌ସର ଚିକିତ୍ସା କ୍ଷେତ୍ରରେ ସବୁଠାରୁ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ ସମ୍ପର୍କରେ ଆଲୋଚନା…

ପଦ୍ମ ବିଜେତାଙ୍କୁ ମାସିକ ୩୦ ହଜାର ଟଙ୍କା

ଓଏଲ୍‌ ବ୍ୟୁରୋ:ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟତା ରାଶି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା…

ସରିଲା ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ,…

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ୍ଟ। ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ଏସବୁ ଭିତରେ ଆସୁଛି ରାଜ୍ୟ ବଜେଟ୍। ଆଗାମୀ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ଆଜି ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ୨୫ ତାରିଖରେ ବିଧାନସଭାରେ ରାଜ୍ୟ ସରକାର ୨୦୨୪-୨୦୨୫ ମସିହା ପାଇଁ…

ଚଳଚଞ୍ଚଳ କେନ୍ଦୁଝର, ଆଜି ନିଜ ଗାଁକୁ…

ଓଏଲ୍‌ ବ୍ୟୁରୋ: ଚଳଚଞ୍ଚଳ ହୋଇଉଠିଛି କେନ୍ଦୁଝର। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ଆଜିର ଗସ୍ତକୁ ନେଇ ସମସ୍ତଙ୍କ ମନରେ ରହିଛି ନୂଆ ଉତ୍ସାହ। ଏଥିଲାଗି ସାରା ଗାଁ ଉତ୍ସବମୁଖର। ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପାଇଁ ତାଙ୍କ ପୈତୃକ ଘରେ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨…

ଓଏଲ୍‌ ବ୍ୟୁରୋ: ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ମୋହନ ସରକାର ଶାସନ ଗାଦିରେ ବସିବା ପରେ ଆରମ୍ଭ ହୋଇଛି ପ୍ରଥମ ବିଧାନସଭା ଅଧିବେଶନ। ଏସବୁ ଭିତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି। ଯୋଜନା ଓ ସଂଯୋଜନା ବିଭାଗର ଅନୁସଚିବ ବିନୋଦ ବିହାରୀ ସିଂହଙ୍କୁ…

୨୫ ବର୍ଷ ପରେ ଓଡ଼ିଶାକୁ ମିଳିଲା…

ଓଏଲ୍‌ ବ୍ୟୁରୋ: ବଦଳିଲା ଓଡ଼ିଶାର ୨୫ବର୍ଷର ଇତିହାସ। ବିଜେପି ବିଧାୟକ ଭାବେ କେନ୍ଦୁଝର ଆସନରୁ ଜିତିଥିବା ମୋହନ ମାଝୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଜନତା ମୈଦାନରେ ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀ। ଏହା ସହ ୨୫ ବର୍ଷ ପରେ ଓଡିଶା ପାଇଲା ଉପ-ମୁଖ୍ୟମନ୍ତ୍ରୀ। ଉପ-ମୁଖ୍ୟମନ୍ତ୍ରୀ ଭାବେ ପ୍ରଭାତୀ ପରିଡା…

ଆଜିଠୁ ଓଡ଼ିଶାରେ ବିଜେପି ସରକାର,…

ଓଏଲ୍‌ ବ୍ୟୁରୋ: ଆଜିଠୁ ଓଡ଼ିଶାର ଶାସନ ଭାର ସମ୍ଭାଳିବ ବିଜେପି ସରକାର। ଅପେକ୍ଷାର ଅନ୍ତ ଘଟାଇ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ। ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ। ସବୁଠୁ ବଡ଼କଥା ହେଲା ସରପଞ୍ଚରୁ ରାଜନୈତିକ ଜୀବନ ଆରମ୍ଭ କରିଥିବା…

ପରଲୋକରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ…

ଓଏଲ୍‌ ବ୍ୟୁରୋ: ଆଉ କିଛି ସମୟ ପରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। ତା ପୂର୍ବରୁ ଆସିଛି ବଡ଼ ଖବର। ଭୁବନେଶ୍ୱର ୟୁନିଟ-୮ ଡେଲଟା ବ୍ରହ୍ମାକୁମାରୀ ଆଶ୍ରମ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିଲା ଦୁଇ କାର୍‌ ମଝିରେ ଏକ ବାଇକ ଚାପି ହୋଇଯିବାରୁ…