ଆଜି ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍;…
ଓଏଲ୍ ବ୍ୟୁରୋ: ଆହୁରି ସୁଗମ ହେବ ପରିବହନ ବ୍ୟବସ୍ଥା। ଆଜିଠୁ ଆଉ ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍। ବରଗଡ଼, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍। ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କରିବେ। ପ୍ରାଥମିକ ପର୍ଯ୍ୟାୟରେ ଗାଁରୁ ବ୍ଲକ୍…