Odisha Link
Bridging the Missing Links in Odisha
Browsing Tag

CM

ସଙ୍କଟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ,…

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ଦିନକୁ ଦିନ ଭାରତରେ କାୟା ବିସ୍ତାର କରିବାରେ ଲାଗିଛି। ଏହି ଭାଇରସ୍‌ ଦ୍ବାରା ସବୁଠୁ ପ୍ରଭାବିତ ରାଜ୍ୟ ହେଉଛି ମହାରାଷ୍ଟ୍ର। ଏହାରି ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଆସନକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟପାଳଙ୍କ ଦ୍ୱାରା ଉଦ୍ଧବ…

କ୍ବାରାଣ୍ଟିନ୍‌ରେ ଗୁଜରାଟ ମୁଖ୍ୟମନ୍ତ୍ରୀ

ଅହମଦାବାଦ: ଆତ୍ମ ଏକାନ୍ତବାସରେ ରହିଲେ ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ। କରୋନା ଆକ୍ରାନ୍ତଙ୍କ ସହ ମିଶିବା ପରେ ଗତକାଲି ଠାରୁ ସେ ଏକାନ୍ତବାସରେ ଅଛନ୍ତି। ମଙ୍ଗଳବାର ଦିନ କଂଗ୍ରେସ ବିଧାୟକ ଇମ୍ରାନ ଖେଡ଼ାଓ୍ବାଲା ଓ ଅନ୍ୟ ୨ ଜଣ କଂଗ୍ରେସ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ…

କରୋନା: ସଚେତନତା ବାର୍ତ୍ତା ଦେଲେ…

ଭୁବନେଶ୍ବର: ଦିନକୁ ଦିନ ଭାରତରେ କାୟା ବିସ୍ତାର କରୁଛି କରୋନା ଭାଇରସ୍। ଏପର୍ଯ୍ୟନ୍ତ ଭାରତର ୧୦୮ ଜଣ ଲୋକ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। କରୋନାକୁ ନେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଲୋକଙ୍କୁ ସଚେତନତା କରିବାକୁ ଚେଷ୍ଟା କରୁଛନ୍ତି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାକୁ…

ଦିନ ୨ଟାରେ ଶକ୍ତି ପରୀକ୍ଷା ଦେବେ ଉଦ୍ଧବ

ମୁମ୍ବାଇ: ଆଜିଠାରୁ ମହାରାଷ୍ଟ୍ର ବିଧାନସଭାର ୨ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ଅନ୍ୟପଟେ ଆଜି ଦିନ ୨ଟାରେ ବିଧାନସଭାରେ ଶକ୍ତି ପରୀକ୍ଷା ଦେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆଜି ବୃହରେ ବହୁମତ ଦର୍ଶାଇବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଗତକାଲି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ସଚିବାଳୟ ଯାଇ…

ଦାୟିତ୍ବ ନେଲେ ଉଦ୍ଧବ, ସଞ୍ଜୟ କହିଲେ ଏବେ…

ମୁମ୍ବାଇ: ଗତକାଲି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେ। ଆଜି ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେଇଛନ୍ତି ଉଦ୍ଧବ ଠାକରେ।। ଉଦ୍ଧବ ଆଜି ମହାରାଷ୍ଟ୍ର ସଚିବାଳୟକୁ ଯାଇ ନିଜ କାର୍ଯ୍ୟଭାର ଦାୟିତ୍ବ ଗ୍ରହଣ କରିଛନ୍ତି। ଅନ୍ୟପଟେ ଶିବସେନା…

ମହାରାଷ୍ଟ୍ରରେ ବାଜି ପଲଟିଲା,…

ମୁମ୍ବାଇ: ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୀତି ଖେଳରେ ଶେଷରେ ବାଜି ମାାରିଛି ବିଜେପି। ମହାରାଷ୍ଟ୍ରରେ ଶିବସେନା, ଏନସିପି ଓ କଂଗ୍ରେସ ମିଳିତ ଭାବେ ଯେଉଁ ମେଣ୍ଟ ସରକାର କରିବେ ବୋଲି ଖବର ଥିଲା ତାହା ଏବେ କେବଳ ଖବର ହୋଇ ହିଁ ରହିଗଲା। କାରଣ ଆଜି ବିଜେପି ନେତା ଦେବେନ୍ଦ୍ର ଫଡନାଭିସ୍‌ ରାଜଭବନରେ…

ଅସହାୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଲିଥିବା ବ୍ୟବସ୍ଥାକୁ ନେଇ ବିଜେପିର ବରିଷ୍ଠ ନେତା ଖାରବେଳ ସ୍ବାଇଁ ରାଜ୍ୟ ସରକାଙ୍କୁ ଟାର୍ଗେଟ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ' ମୁଖ୍ୟମନ୍ତ୍ରୀ ଅସହାୟ ଥିଲେ, ଅଛନ୍ତି, ଆଗକୁ ରହିବେ'। ମନ୍ତ୍ରୀମାନଙ୍କ ସାହାସ ନାହିଁ ସଚିବଙ୍କ…

ବିଜେପି ଜିତିଲେ ଧର୍ମେନ୍ଦ୍ର ହେବେ…

ଭୁବନେଶ୍ବର: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ବହୁମତ ପାଇବ। ଆଉ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ ଗଢ଼ାଯିବ ନୂଆ ସରକାର। ଏ କଥା ଆମେ କହୁନୁ, ଖୋଦ୍‌ ବିଜେପିର ସମର୍ଥକମାନେ ଏବେ ସୋସିଆଲ ମିଡିଆରେ ଏଭଳି ପ୍ରଚାର ଚଳାଇଛନ୍ତି। ବିଜୁ ଜନତା ଦଳ (ବିଜେଡି) ବହୁମତ ପାଇ ସାରିଲାଣି ଓ ସରକାର…