Odisha Link
Bridging the Missing Links in Odisha
Browsing Tag

CMO ODISHA

ଆଜି ଜାପାନିଜ୍‌ ନିବେଶକକାରୀଙ୍କୁ ଭେଟିବେ…

ଓଏଲ୍‌ ବ୍ୟୁରୋ: ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୁଇଦିନ ତଳେ ଜାପାନର ଟୋକିଓରେ ଓଡ଼ିଶା ବିଜନେସ୍ ମିଟରେ ଯୋଗଦାନ କରିଥିଲେ ମୁଖ୍ୟମନ୍ତ୍ରୀ। ବିଭିନ୍ନ ଶିଳ୍ପପତିଙ୍କୁ ଭେଟି ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପୂର୍ବରୁ ନିପନ୍ ଷ୍ଟିଲ୍ କର୍ପୋରେସନ୍…

ଆଜି ଟୋକିଓରେ ଓଡ଼ିଶା ବିଜନେସ୍ ମିଟ୍,…

ଓଏଲ୍‌ ବ୍ୟୁରୋ: ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜାପାନରେ ପହଞ୍ଚିବା ପରେ ଜାପାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ତେବେ ଆଜି ଜାପାନ ଟୋକିଓରେ ଓଡ଼ିଶା ବିଜନେସ୍ ମିଟ୍। ପ୍ରାୟ ୨୦୦…

ଜାପାନରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ,…

ଓଏଲ୍‌ ବ୍ୟୁରୋ: ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜାପାନରେ ପହଞ୍ଚିବା ପରେ ଜାପାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ସଂଧ୍ୟାରେ ସିଙ୍ଗାପୁରରେ ପହଞ୍ଚିବା ପରେ ରାତିରେ ଟୋକିଓ ଅଭିମୁଖେ ଉଡାଣ…

ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ…

ଓଏଲ୍‌ ବ୍ୟୁରୋ: ଉତ୍କଳ ଦିବସ ଅବସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ଟି ସଚିବ ଭି କେ ପାଣ୍ଡିଆନ। ସେ ପ୍ରତ୍ୟୁଷରେ କଟକ ଯାଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ କରିବା ସହ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ…

ସୁଆଣ୍ଡୋରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି…

ଓଏଲ୍‌ ବ୍ୟୁରୋ: ସୁଆଣ୍ଡୋକୁ ମିଳିଲା ନୂଆରୂପ। ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଓ ସ୍ମାରକୀ ସଂଗ୍ରହାଳୟ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍କଳମଣୀଙ୍କ ବାସଗୃହ, ପୁଷ୍କରିଣୀ, ଢିଙ୍କିଶାଳ, ରୋଷଘର ବୁଲି ଦେଖିବା ସହ ଉତ୍କଳମଣୀଙ୍କ ପ୍ରତି ଗଭିର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

‘ମୁଖ୍ୟମନ୍ତ୍ରୀ ବିରୋଧୀଙ୍କ ଦାବି…

ଓଏଲ୍‌ ବ୍ୟୁରୋ: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ଘଟଣା ସାରା ରାଜ୍ୟକୁ ସ୍ତବ୍ଧ କରିଥିଲା। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସକୁ ଗିରଫ କରି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ଏସବୁ ମଧ୍ୟରେ ରାଜ୍ୟ ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ବିବୃତି ରଖିଥିଲେ।…

ସିବିଆଇ ନୁହେଁ, ଏଫ୍‌ବିଆଇ ତଦନ୍ତ ଦାବି…

ଓଏଲ୍‌ ବ୍ୟୁରୋ: ରାଜ୍ୟ କ୍ୟାବିନେଟର ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ଘଟଣା ସାରା ରାଜ୍ୟକୁ ସ୍ତବ୍ଧ କରିଥିଲା। ଏହି ହାଇଭୋଲଟେଜ ହତ୍ୟାକାଣ୍ଡ ଘଟଣାକୁ ପାଖା ପାଖି ମାସେ ପୁରିବାକୁ ବସିଲାଣି। କେବଳ ଅଭିଯୁକ୍ତ ଗୋପାଳ ଦାସକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ହେଲେ କେଉଁ କାରଣରୁ ନବ ଦାସଙ୍କୁ ହତ୍ୟା…

ଆସନ୍ତାକାଲିଠାରୁ ବିଜେଡିର ଆନ୍ଦୋଳନ

ଓଏଲ୍‌ ବ୍ୟୁରୋ : କେନ୍ଦ୍ରୀୟ ବଜେଟକୁ ନେଇ ପ୍ରେସମିଟ ମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। କେନ୍ଦ୍ରର ଧାନ କିଣା ନୀତି ପାଇଁ ଓଡ଼ିଶା ତଥା ପଶ୍ଚିମ ଓଡ଼ିଶାର ଚାଷୀ ବହୁତ କ୍ଷତିଗ୍ରସ୍ତ ହେବେ ବୋଲି ସେ କହିଛନ୍ତି। ଯେଉଁଭଳି ବଜେଟ କରାଯାଇଛି, ତାହା ଫଳରେ ଓଡ଼ିଶା କ୍ଷତିଗ୍ରସ୍ତ…

ଉଦଘାଟିତ ହେଲା ଧରଣୀଧର ସରକାରୀ ମେଡିକାଲ୍…

ଓଏଲ୍‌ ବ୍ୟୁରୋ : ଆଜି କେନ୍ଦୁଝରରେ ସମୃଦ୍ଧ ସ୍ବାସ୍ଥ୍ୟସେବା ପାଇଁ ଲୋକାର୍ପଣ ହୋଇଛି ମେଡିକାଲ୍ କଲେଜ ଓ ହସ୍ପିଟାଲ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେଲା ଧରଣୀଧର ସରକାରୀ ମେଡିକାଲ୍ କଲେଜ ଓ ହସ୍ପିଟାଲ। ୩୮୧ କୋଟି ଟଙ୍କାରେ ନିର୍ମିତ ହୋଇଛି ମେଡିକାଲ କଲେଜ। ୨୫୯ଟି ପ୍ରକଳ୍ପର ଶିଳାନ୍ୟାସ ଓ…

ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ;…

ଓଏଲ୍‌ ବ୍ୟୁରୋ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ଆଜି ୧୨ଦିନ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁରେ ଶୋକସନ୍ତପ ହୋଇପଡିଛନ୍ତି ଆତ୍ମୀୟ ସ୍ୱଜନ। ସାରା ରାଜ୍ୟବାସୀ ଶୋକ ପ୍ରକାଶ କରିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁର ୧୨ଦିନରେ ଝାରସୁଗୁଡ଼ାରେ ଆୟୋଜିତ ହେଉଛି ସ୍ମୃତିସଭା।…