ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି :…
ଓଏଲ୍ ବ୍ୟୁରୋ : ରାଜ୍ୟର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ସହ ଟିଆଇ ମଞ୍ଜୁର କରିଥିବା ସୂଚନା ମିଳିଛି। ଜୁଲାଇ ପହିଲା…