କୋଚିଂ ସେଣ୍ଟର ସିଲ୍ କଲା ବିଏମ୍ସି
ଭୁବନେଶ୍ବର: ପୁଣି କାୟା ବିସ୍ତାର କଲାଣି ମହାମାରୀ କରୋନା। ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ସେଥିପାଇଁ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ କୋଭିଡ୍ ଗାଇଡ୍ ଲାଇନ୍ ଲାଗୁ କରାଯାଇଛି। କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ବର ସ୍ଥିତ ଏକ କୋଚିଂ ସେଣ୍ଟର ସିଲ୍…