ବର୍ଷା ଆଶଙ୍କା ନେଇ ଜିଲ୍ଲାପାଳଙ୍କୁ…
ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ। ୧୯ ତାରିଖରୁ ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ାରେ ବର୍ଷା ହେବ। ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।…