କରୋନା: କଟକରେ ଗୋଷ୍ଠୀ ସଂକ୍ରମଣ ସ୍ଥିତି!
ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ବଢିବାରେ ଲାଗିଛି। ଏହାରି ମଧ୍ୟରେ କଟକରେ ଗୋଷ୍ଠୀ ସଂକ୍ରମଣ ଭଳି ସ୍ଥିତି ଉପୁଜିଛି। କଟକରେ ଗୋଷ୍ଠୀ ସଂକ୍ରମଣ ହୋଇଥାଇପାରେ ବୋଲି ନୋଡାଲ ଅଧିକାରୀ କହିଛନ୍ତି। ତେବେ କଟକରେ ଗୋଷ୍ଠୀ ସଂକ୍ରମଣ କଥା ଆଇସିଏମଆର…