ଏଣିକି ବିଧାନସଭା ବିବରଣୀ କମ୍ପ୍ୟୁଟରୀକୃତ…
ଭୁବନେଶ୍ୱର : ପୂର୍ବରୁ ଓଡ଼ିଶା ବିଧାନସଭାର ବିବରଣୀ ହାତରେ ଲେଖା ଯାଉଥିଲା । କିନ୍ତୁ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଏଣିକି ହାତଲେଖା ପରିବର୍ତ୍ତେ ବିଧାନସଭା ବିବରଣୀ କମ୍ପ୍ୟୁଟର ଦ୍ୱାରା ପ୍ରସ୍ତୁତ କରାଯାଇ ଗୃହର ମାନ୍ୟବର ବିଧାୟକବିଧାୟିକାମାନଙ୍କ ନିକଟକୁ ସଦୟ ସ୍ୱୀକୃତି…