ନୟାଗଡ଼ର କରୋନା ସନ୍ଦିଗ୍ଧଙ୍କ…
ଭୁବନେଶ୍ୱର: ଗତକାଲି ନୟାଗଡ଼ରୁ ଆସିଥିବା କରୋନା ସନ୍ଦିଗ୍ଧ ଯୁବକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ସୂଚନା ମିଳିଛି। ଯୁବକଙ୍କ ଚାରି ଦିନ ହେବ ଥଣ୍ଡା ଓ ଜ୍ୱର ହୋଇଛି। ସେ ଏବେ କ୍ୟାପିଟାଲ ହସ୍ପିଟାଲର ଆଇସୋଲେସନ ୱାର୍ଡରେ ରହି ଚିକିତ୍ସିତ ହେଉଛନ୍ତି। ଆଜି ତାଙ୍କ ସ୍ୱାବ ନମୁନା ପରୀକ୍ଷା ପାଇଁ…