କରୋନା: ରାଜ୍ୟରେ ୧୫୦ ଟପିଲା…
ଭୁବନେଶ୍ବର: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୧୫୪ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।
ଯାଜପୁରରୁ ଚିହ୍ନଟ ହୋଇଥିବା ୫ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ବୋଲି…