ଆଖି ବୁଜିଲେ ଆଉ ୨ କରୋନା ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୨ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ମୃତକଙ୍କ ମଧ୍ୟରେ ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ…