ଆତ୍ମହତ୍ୟା କଲେ କରୋନା ସନ୍ଦିଗ୍ଧ
ନୂଆଦିଲ୍ଲୀ: ପ୍ରାଣଘାତୀ କରୋନା ପାଇଁ ଏବେ ସାରା ବିଶ୍ବ ଭୟଭୀତ। କରୋନା ଭୟରେ ଜଣେ ସନ୍ଦିଗ୍ଧ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ସୂଚନା ମୁତାବକ, ଦିଲ୍ଲୀର ଜଣେ ବ୍ୟକ୍ତି କରୋନା ସନ୍ଦେହରେ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ସେ…