କୋଭାକ୍ସିନକୁ ମିଳିପାରେ ହୁ’ର…
ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ପ୍ରଥମ ସପ୍ତାହ ସୁଦ୍ଧା ଭାରତୀୟ କୋଭିଡ ଟିକା କୋଭାକ୍ସିନକୁ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ପକ୍ଷରୁ ଜରୁରୀକାଳୀନ ବ୍ୟବହାର ଅନୁମତି ମିଳିବାର ସମ୍ଭାବନା ରହିଛି। ଏ ନେଇ ସଂକେତ ଦେଇଛନ୍ତି ଡବ୍ଲୁଏଚଓ ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ। ସେ କହିଛନ୍ତି ଯେ, ଏବେ…