କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ , ୫ ମୃତ
ଗୁଜରାଟ : ଆଜି ଭୋର ସମୟରେ ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଦୁର୍ଘଟଣା ଗୁଜରାଟର ରାଜକୋଟରେ ଘଟିଛି। ଏଥିରେ ୫ ରୋଗୀ ନିଆଁରେ ଜଳି ଜୀବନ୍ତ ଦଗ୍ଧ ହୋଇଛନ୍ତି। ଅନେକ କେତେକ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।…