କରୋନା: ଦେଶରେ ୭୫୮୨୯ ନୂଆ ଆକ୍ରାନ୍ତ…
ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା। ଦେଶରେ ୨୪ ଘଣ୍ଟାରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସହ ୯୪୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧ ହଜାର ୭୮୨ରେ ପହଞ୍ଚିଛି।
ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୪୯…