ଆଜି କରୋନା ସମୀକ୍ଷା କରିବେ କେନ୍ଦ୍ର…
ଓଏଲ୍ ବ୍ୟୁରୋ: କରୋନା ଭୂତାଣୁକୁ ନେଇ ବଢ଼ିଲା ଚିନ୍ତା। ପୁଣି ଡ଼ରାଇଲାଣି କରୋନା ମହାମାରୀ। କିଛି ମାସର ବ୍ୟବଧାନ ପରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି ଦେଶରେ ୫ ହଜାର ଟପିଥିଲା ଦୈନିକ କରୋନା ସଂକ୍ରମଣ। ଗତକାଲି ୨୪ଘଣ୍ଟା ମଧ୍ୟରେ ୫ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ…