କ୍ବାରେଣ୍ଟାଇନ୍ରେ ରହିଲେ ସିଆରପିଏଫ୍…
ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍ ଦିନକୁ ଦିନ ଭାରତରେ କାୟା ବିସ୍ତାର କରିବାରେ ଲାଗିଛି। କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସର ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ମଧ୍ୟ କରୋନା ଭାଇରସର ପ୍ରକୋପରୁ ବର୍ତ୍ତି ନାହାନ୍ତି। ସେ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହାପରେ ତାଙ୍କ ସଂସ୍ପର୍ଶରେ ଆସିଥିବା…