Odisha Link
Bridging the Missing Links in Odisha
Browsing Tag

Cuttack Balijatra

ବାଲିଯାତ୍ରା: ମୁଖ୍ୟମନ୍ତ୍ରୀଙ୍କ ନାଁ…

ଓଏଲ୍‌ ବ୍ୟୁରୋ: ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରା ଆୟୋଜନ ଅବ୍ୟବସ୍ଥାକୁ ନେଇ ସବୁଠି ଚର୍ଚ୍ଚା। ବାଲିଯାତ୍ରା ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ନିଜେ ରାଗିଥିଲେ। ବାଲିଯାତ୍ରାର ପ୍ରଥମ ଦିନରୁ ହିଁ ଅବ୍ୟବସ୍ଥା ଦେଖିବାକୁ ମିଳିଥିଲା ଏଥର। ଏବେ ବାରବାଟୀ-କଟକ ବିଧାୟିକା ତଥା…

ଆଜିଠୁ ବାଲିଯାତ୍ରା: ୮ ଦିନ ପର୍ଯ୍ୟନ୍ତ…

ଓଏଲ୍‌ ବ୍ୟୁରୋ: ଆଜି ସଂନ୍ଧ୍ୟାରୁ ଆରମ୍ଭ ହେବ ଐତିହାସକ କଟକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ସ୍ମାରକୀ ବହନ କରୁଥିବା ଏହି ବାଲିଯାତ୍ରା ଆଜି ସଂନ୍ଧ୍ୟାରେ ଉଦଘାଟିତ ହେବ। ଏଥର ମୋଟ ୮ଦିନର ଯାତ୍ରା ହେବ। ଚଳିତ ବର୍ଷ ୧୪ଶହରୁ ଅଧିକ ଷ୍ଟଲ ହୋଇଥିବା ବେଳେ ଓରମାସ ପକ୍ଷରୁ ୪ଶହରୁ ଅଧିକ ଷ୍ଟଲ…