କଟକ: ବିଜେଡିର ସାଂସଦ ପ୍ରାର୍ଥୀ ସଂତୃପ୍ତ…
ଓଏଲ୍ ବ୍ୟୁରୋ: ସାରା ଦେଶରେ ବାଜି ସାରିଲାଣି ନିର୍ବାଚନୀ ବିଗୁଲ। ସମସ୍ତ ରାଜନୈତିକ ଦଳ ଜୋରଦାର ଆରମ୍ଭ କଲେଣି ପ୍ରସ୍ତୁତି। ଓଡ଼ିଶାରେ ଏକାସଙ୍ଗେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବାରୁ ସମସ୍ତଙ୍କ ରହିଛି ନଜର। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି…