Odisha Link
Bridging the Missing Links in Odisha
Browsing Tag

Cuttack

ହାଇକୋର୍ଟର ନିର୍ଦ୍ଦେଶ ମାନି, ଓଟିଏମର…

ଓଏଲ୍‌ ବ୍ୟୁରୋ: ହାଇକୋର୍ଟର ନିର୍ଦ୍ଦେଶ ଅନୁସାରେ କଟକ ଜିଲ୍ଲା ଅନ୍ତର୍ଗତ ଚୌଦ୍ବାରରେ ଥିବା ଓଟିଏମକୁ ଦଖଲ କରିଛି ଜିଲ୍ଲା ପ୍ରଶାସନ। ଓଟିଏମର ପୁନରୁଦ୍ଧାର ପାଇଁ ଏଭଳି ପଦକ୍ଷେପକୁ ଆପଣେଇଛି ଜିଲ୍ଲା ପ୍ରଶାସନ। ଅଫିସିଆଲ ଲିକ୍ୟୁଡିଟେରଙ୍କ ଠାରୁ ଓଟିଏମର ୫୨୧ ଏକର ଜମିକୁ ଜିଲ୍ଲା ପ୍ରଶାସନ ନିଜ ଅକ୍ତିଆରକୁ…

ଭାରତ-ଇଣ୍ଡୋନେସିଆ ନୌବାଣିଜ୍ୟ କଥା ମନେ…

ଓଏଲ୍‌ ବ୍ୟୁରୋ: ସାରା ବିଶ୍ବକୁ ଐତିହାସିକ "ବାଲିଯାତ୍ରା" ସମ୍ପର୍କରେ ବୁଝାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋାଦି। ବାଲିଯାତ୍ରା କ'ଣ, ବାଲିଯାତ୍ରା ମହତ୍ତ୍ବ କ'ଣ ସେ ବିଷୟରେ ବି ପିଏମ୍‌ ମୋଦି କହିଥିଲେ। ଅତୀତରେ ଉତ୍କଳର ଗୌରବମୟ ସଂସ୍କୃତିର ବାର୍ତ୍ତା ବହନକରେ ବାଲିଯାତ୍ରା। ତଅପୋଇ କିମ୍ବଦନ୍ତି ଏହି…

ଚିକିତ୍ସିତ ଅବସ୍ଥାରେ ସ୍ୱାମୀକୁ ଛାଡି…

ଓଏଲ୍ ବ୍ୟୁରୋ : କଟକ ମେଡିକାଲକୁ ସ୍ବାମୀଙ୍କ ଚିକିତ୍ସା ପାଇଁ ସ୍ତ୍ରୀ ସାଙ୍ଗରେ ଯାଇଥିଲେ । ହସ୍ପିଟାଲରେ ଟିକେଟ କରିବାକୁ ଯାଇଥିଲେ ସ୍ତ୍ରୀ ପରେ ନିଖୋଜ ହୋଇଥିବାର ଜଣା ପଡ଼ିଛି। ନିଖୋଜ ହୋଇଥିବା ମହିଳା ହେଉଛନ୍ତି କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତର ସୁମିତ୍ରା ସ୍ବାଇଁ । ଗତ ୭ ତାରିଖ ଦିନ ସ୍ବାମୀଙ୍କ…

ଆଜିଠୁ କଟକରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

ଭୁବନେଶ୍ବର: ଆଜିଠୁ କଟକରେ ଆରମ୍ଭ ହେବାକୁ ଥିବା ଐତିହାସିକ ବାଲିଯାତ୍ରା ସହିତ ଓଡ଼ିଶାର ମହାନ ସାମୁଦ୍ରିକ ସଂସ୍କୃତିକୁ ନେଇ କେନ୍ଦ୍ର ସରକାରଙ୍କ ଦ୍ୱାରା ଏକ ୩ ଦିନିଆ ଜାତୀୟ ଧାରା ସମ୍ମିଳନୀର ଆୟୋଜନ କରାଯାଇଛି। ସହସ୍ର ବର୍ଷ ପୁରାତନ କଟକ ସହରରେ ଆୟୋଜିତ ହେବାକୁ ଥିବା “ସମୁଦ୍ରମନ୍ଥନ’ ଭାବେ ନାମିତ ଏହି…

ଆଜିଠୁ ବାଲିଯାତ୍ରା : ପ୍ଲାଷ୍ଟିକ୍‌ ବୋତଲ…

କଟକ: ଆଜିଠୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏଥିପାଇଁ ଚଳଚଞ୍ଚଳ କଟକ ବାଲିଯାତ୍ରା ପଡ଼ିଆ। ପୂର୍ବରୁ ବେପାରୀଙ୍କ ଗହଳି ଦେଖିବାକୁ ମିଳିଥିବା ବେଳେ ଆଜିଠୁ ଲୋକଙ୍କ ଗହଳି ଦେଖିବାକୁ ମିଳିବ। ଦୋକାନ, ବଜାର ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ହୋଇଛି। ଏଥିପାଇଁ ପ୍ରସ୍ତୁତି…

Communal Cuttack!

We tend to believe that Odisha is a peaceful State and its premier city Cuttack is free from communal tensions. It therefore came as a surprise when in November 2015 Jayanta Mahapatra joined the award-wapsi bandwagon. He announced his decision to…

କଟକବାସୀଙ୍କ ଭାବାବେଗକୁ ସମ୍ମାନ ଦିଅନ୍ତୁ…

ଭୁବନେଶ୍ୱର: କଟକବାସୀଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଭାବରେ ମାଆଙ୍କ ପୂଜାର୍ଚ୍ଚନା ପାଇଁ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାର ଉଚିତ୍‌ ପଦକ୍ଷେପ ନେବେ ବୋଲି ଟ୍ୱିଟ୍‌ ଜରିଆରେ ଆଶାପ୍ରକଟ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ଲଗାଣ ବର୍ଷା ସତ୍ତ୍ୱେ କଟକରେ ବିଜେପି…

କଟକ: ଲଗାଣ ବର୍ଷା ସତ୍ତ୍ୱେ କଟକ ବାଦାମବାଡ଼ି ଠାରେ ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ କଟକ ବନ୍ଦ ଡାକରା ଦିଆଯାଇଛି। ଏହାସହ ସହରର ବିଭିନ୍ନ ଅଞ୍ଚଳରେ ମଧ୍ୟ୍ୟ ଏହି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ କଟକ ବନ୍ଦ ଡାକରା ଦିଆଯାଇଥିବାବେଳେ ଲଗାଣ…

ସୋମବାର ୧୨ ଘଣ୍ଟିଆ କଟକ ବନ୍ଦ

କଟକ: ସୋମବାର ୧୨ ଘଣ୍ଟା କଟକ ବନ୍ଦ ରହିବ। ଏଭଳି ବନ୍ଦ ଡାକରା ଦେଇଛି ବିଜେପି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ସମୀର ଦେ ସୂଚନା ଦେଇଛନ୍ତି। ଏଥିସହିତ ସମସ୍ତ ଜରୁରୀ ସେବାକୁ ବାଦ୍ ଦିଆଯିବ ବୋଲି ସେ ସ୍ପଷ୍ଟ ଭାବେ କହିଛନ୍ତି।…

କଟକ ସହରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ…

କଟକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକର ଶ୍ରୀରାମଚନ୍ଦ୍ର ଭଂଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସ୍ଥାପିତ ହୋଇଥିବା ୯ଟି ଇକ୍‌ମୋ ମେସିନକୁ ଜନସାଧାରଣଙ୍କ ପାଇଁ ଲୋକାର୍ପିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଡାକ୍ତରଖାନାରେ ସ୍ଥାପିତ ହୋଇଥିବା ଇକ୍‌ମୋ ମେସିନ ଗୁଡିକୁ ବୁଲି ଦେଖିଥିଲେ। ପରେ କଟକ…