ବାତ୍ୟା ‘ଦାନା’ ପ୍ରଭାବ:…
ଓଏଲ୍ ବ୍ୟୁରୋ: ସ୍ଥଳଭାଗ ମୁହାଁ ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ବାତ୍ୟାକୁ ନଜରରେ ରଖି ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନବନ୍ଦର ଓ କୋଲକାତା ବିମାନବନ୍ଦର ପକ୍ଷରୁ ୩୦୦ଟି…