ବାତ୍ୟା ମୁକାବିଲା: ୫ ବରିଷ୍ଠ ଆଇଏଏସ୍,…
ଭୁବନେଶ୍ୱର: ଧୀରେ ଧୀରେ ମାଡ଼ି ମାଡ଼ି ଆସୁଛି ବାତ୍ୟା ୟଶ। ବାତ୍ୟା ୟଶ ଆସନ୍ତା ୨୬ ତାରିଖ ଦ୍ୱିପ୍ରହରରେ ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ବାତ୍ୟା ୟଶ୍ ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର । ସର୍ବାଧିକ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକାରେ ବାତ୍ୟା ମୁକାବିଲା…