ଡାଲିରେ ରିହାତି ଦେବେ ସରକାର!
ନୂଆଦିଲ୍ଲୀ : ଆଗାମୀ ଦିନରେ ହ୍ରାସ ପାଇପାରେ ଡାଲି ଦର। ଡାଲି ଦର କାମ କରିବାକୁ ସରକାର ଓପନ ମାର୍କେଟ ସେଲ ସ୍କିମରେ ରିହାତି ଦେଇପାରନ୍ତି। ସୂତ୍ର ଅନୁଯାୟୀ, ପ୍ରାଇସ ମନିଟରିଂ କମିଟି ଡାଲି ଦର କିଲୋ ପ୍ରତି ୧୦ ରୁ ୧୫ ଟଙ୍କା ରିହାତି ଦେବାକୁ ସୁପାରିଶ କରିଛି। ଏଥିପାଇଁ ସରକାର ୨୦ ଲକ୍ଷ ଟନର ବଫର ଷ୍ଟକ…