Odisha Link
Bridging the Missing Links in Odisha
Browsing Tag

Dead Boby

ଦିଅରର ଟାଙ୍ଗିଆ ଚୋଟରେ ଭାଉଜ ମୃତ

ଢ଼େଙ୍କାନାଳ : ଭୁବନ ବ୍ଲକ ଅସୁରବନ୍ଧ ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ଦିଅର ଟାଙ୍ଗିଆ ଚୋଟରେ ଭାଉଜର ମୃତ୍ୟୁ ହୋଇଥିବା ବେଳେ ୫ ବର୍ଷର ଝିଆରୀ ଗୁରୁତର ଆହତ ହୋଇଛି। ଗୁରୁତର ଥିବା ଝିଆରୀ ଅଭିଶା ମଳିକକୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ମିଲୀ ମଳିକ । ପ୍ରକାଶ ଯେ, ଗତକାଲି…

ପୋଖରୀରୁ ମିଳିଲା ୨ ମୃତଦେହ

ଯାଜପୁର: ଯାଜପୁର ଟାଉନର ବରୁହାଁ ଅଞ୍ଚଳରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ୨୦ନଂ ଜାତୀୟ ରାଜପଥ ରାସ୍ତାର କବୀରପୁରଠାରେ ଭାରସାମ୍ୟ ହରାଇ ଏକ ବାଇକ୍ ପୋଖରୀ ମଧ୍ୟକୁ ଖସି ପଡ଼ିବାରୁ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ବୟ ଯାଜପୁର ଟାଉନ ଅଞ୍ଚଳର ହୋଇଥିବା ବେଳେ ଜଣଙ୍କ ନାମ ଅଭିଜିତ…

୧୧ କେଭି ତାର ସଂସ୍ପର୍ଶରେ ଆସି ହାଇୱା…

କେନ୍ଦ୍ରାପଡ଼ା: ୧୧ କେଭି ତାର ସଂସ୍ପର୍ଶରେ ଆସି ହାଇୱା ଡ୍ରାଇଭରଙ୍କର ଜୀବନ ଯାଇଛି। ଏମିତ ଏକ ଘଟଣା ଘଟିଛି କେନ୍ଦ୍ରପଡ଼ା ଜିଲ୍ଲା ମହାକାଳପଡ଼ାର ତନ୍ତିଆପାଳ ଥାନା ଅନ୍ତର୍ଗତ ତରପଦା ଗାଁରେ। ଏକ ବାଲି ବୋଝେଇ ହାଇୱାର ଡାଲା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯିବାରୁ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।…