ଦେଶରେ କରୋନା ମୃତ୍ୟୁ ହାର ହ୍ରାସ ପାଉଛି
ନୂଆଦିଲ୍ଲୀ: ଦେଶରେ କରୋନା ଜନିତ ମୃତ୍ୟୁ ହାର କରୋନା ହ୍ରାସ ପାଇ ୧.୫ ପ୍ରତିଶତରେ ପହଞ୍ଚିଛି। କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ସରକାରଙ୍କ ମିଳିତ ଉଦ୍ୟମ ଯୋଗୁଁ ଏହି ସଫଳତା ମିଳିଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି। ମନ୍ତ୍ରାଳୟ ସୂଚନା ଅନୁଯାୟୀ, ଗତକାଲି ଗୋଟିଏ ଦିନରେ ସାରା ଦେଶରେ ୪୮୦ ଜଣ…