ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ, ନିଆଁ ଲିଭା…
ଓଏଲ୍ ବ୍ୟୁରୋ: ଦିଲ୍ଳୀ ଏମ୍ସ ହସ୍ପିଟାଲରେ ଅଗ୍ନିକାଣ୍ଡ। ହସ୍ପିଟାଲର ଏଣ୍ଡୋସ୍କୋପି ବିଭାଗରେ ନିଆଁ ଲାଗିଥିବା ନେଇ ଖବର ସାମ୍ନାକୁ ଆସିଛି। ନିଆଁକୁ ଆୟତ୍ତ କରିବା ପାଇଁ ୬ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଛନ୍ତି। ଏଥିରେ କାହାର କ୍ଷତି ଘଟିନାହିଁ। ନିଆଁ ଲାଗିବା ପରେ ରୋଗୀମାନଙ୍କୁ ଅନ୍ୟ ସ୍ଥାନକୁ…