କେଜ୍ରିଓ୍ବାଲଙ୍କୁ ପୁଣିଥରେ ସମନ ଜାରି…
ଓଏଲ୍ ବ୍ୟୁରୋ: ଦିଲ୍ଲୀ ଅବାକାରୀ ନୀତି ଦୁର୍ନୀତି ଘଟଣାରେ ପୁଣିଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ସମନ କରିଛଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତାଙ୍କୁ ଡିସେମ୍ବର ୨୧ ତାରିଖରେ ଅର୍ଥାତ୍ ଗୁରୁବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ହାଜର ହେବାକୁ ଇଡି ପକ୍ଷରୁ କୁହାଯାଇଛି।…