ଡିପ୍ରେସନରେ ପରିଣତ ହୋଇପାରେ ଲଘୁଚାପ
ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।
ଏହି ସିଷ୍ଟମ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ୨୫ ତାରିଖ ବେଳକୁ ଏହା ତାମିଲନାଡୁ…